31.1 C
Bhubaneswar
Tuesday, March 24, 2026
Homeଓଡିଶାଦୟା ନଦୀ ପାଇଁ ଝାଡ଼ାବାନ୍ତି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଦୟା ନଦୀ ପାଇଁ ଝାଡ଼ାବାନ୍ତି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

କଣାସ: କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ। ଦୟା ନଦୀ ପାଣି ବ୍ୟବହାର ଯୋଗୁ ବ୍ୟାପୁଛି ଝାଡ଼ାବାନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଜଟଣୀ ରାଣୀପୁରରେ ପହଞ୍ଚିଛନ୍ତି ସ୍ୱାସ୍ଥ୍ୟ ବିଭାଗ ଟିମ୍। ନମୂନା ରିପୋର୍ଟ ଆସିବା ପରେ କାରଣ ଜଣାପଡ଼ିବ। ଦୟା ନଦୀ ପାଣି ବ୍ୟବହାର ନ କରିବାକୁ ମାର୍ଗଦର୍ଶିକା ଜାରି। ରୋଷେଇ ଓ ପିଇବାରେ ବ୍ୟବହାର ନ କରିବାକୁ ଅପିଲ୍ କରାଯାଇଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking