ସୁବର୍ଣ୍ଣପୁର: ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଘଟଣାରେ ୩ ଜଣଙ୍କୁ ଅଟକ ରଖାଯାଇଛି । ମୁଖ୍ୟ ଅଭିଯୁକ୍ତ ସମେତ ୩ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। କାଲି ରାମପୁର ଥାନା ଗଜବନ୍ଧ ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା କରାଯାଇଥିଲା। ଜମି ବିବାଦରୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଥିଲା।