ମାଲକାନଗିରି: ଛତିଶଗଡରେ ଆତ୍ମସମର୍ପଣ କଲେ ୨୨ ମାଓବାଦୀ । ବସ୍ତର ଆଇଜି ଓ ନାରଣପୁର ଜିଲ୍ଲା ଏସପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ ମାଓବାଦୀଙ୍କ ମଧ୍ୟରେ ୧୪ ପୁରୁଷ ଓ ୮ ମହିଳା । ମାଓବାଦୀଙ୍କ ନାଁରେ ୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିଲା ।