21.1 C
Bhubaneswar
Sunday, December 7, 2025
Homeଓଡିଶାୱେବ ଚ୍ୟାନେଲ ସାମ୍ବାଦିକଙ୍କୁ ହତ୍ୟା

ୱେବ ଚ୍ୟାନେଲ ସାମ୍ବାଦିକଙ୍କୁ ହତ୍ୟା

ମାଲକାନଗିରି: ମାଲକାନଗିରିରେ ଘଟିଛି ଏକ ଅଭାବବନୀୟ ଘଟଣା । ୱେବ ଚ୍ୟାନେଲ ସାମ୍ବାଦିକଙ୍କୁ ନିର୍ମମ ହତ୍ୟା କରାଯାଇଛି । ମୋଟୁ ଥାନା ମୁରଲିଗୁଡା ଗାଁରେ ସାମ୍ବାଦିକଙ୍କୁ ହତ୍ୟା କରାଯାଇଛି । ସୂଚନା ଅନୁସାରେ, ମୋଟୁ ମୁରଲିଗୁଡା ଠାରେ ସାମ୍ବାଦିକଙ୍କ କାରକୁ ଅଟକାଇ ଆକ୍ରମଣ କରିଥିଲେ ଦୁବୃର୍ତ୍ତ । ଦୁର୍ବୃତ୍ତଙ୍କ ଆକ୍ରମଣରେ ୱେବ ସାମ୍ବାଦିକ ଚିନ୍ତାକାଏଲା ନରେଶଙ୍କ ମୃତ୍ୟୁ ହୋଇଛି । ୨ଟି ବାଇକରେ ଆସି ୫ ଜଣ ଦୁବୃର୍ତ୍ତ ଆକ୍ରମଣ କରିଥିଲେ । କାରକୁ ଭଙ୍ଗାରୁଜା କରିବା ସହ ଖଣ୍ଡାରେ ଆକ୍ରମଣ କରିଥିଲେ । ଏହାପରେ ଫେରାର ହୋଇ ଯାଇଥିଲେ । ଗୁରୁତର ଅବସ୍ଥାରେ ଚିନ୍ତାକାଏଲାଙ୍କୁ ହସ୍ପିଟାଲକୁ ଅଣାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking