32.1 C
Bhubaneswar
Thursday, May 14, 2026
Homeଓଡିଶାହାତୀ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ହାତୀ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ରେଢ଼ାଖୋଲ ନାକଟିଦେଉଳ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା। ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଦୁଃଖ ପ୍ରକାଶ କରିବା ସହ ତଦନ୍ତ ନିର୍ଦ୍ଦେଶ ଦେଲେ ସିଏମ୍‌। କହିଲେ ଭୁବନେଶ୍ବରରୁ ନାକଟିଦେଉଳ ଗଲେ ସ୍ବତନ୍ତ୍ର ତଦନ୍ତ ଟିମ୍। ହୁକ ପକାଯାଇଥିବା ବିଦ୍ୟୁତ ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିଲା। ଘଟଣାରେ ସମ୍ପୃକ୍ତ କୌଣସି ବ୍ୟକ୍ତିଙ୍କୁ ଛଡ଼ାଯିବ ନାହିଁ’। ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ହେବ କହିଲେ ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ଜଙ୍ଗଲ ଭିତରେ ପୁଣି ଏକ ମାଈ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା । ନାକଟିଦେଉଳ ରେଞ୍ଜ ଟିକିଲିପଡ଼ା ଜଙ୍ଗଲରେ ହାତୀ ମୃତ୍ୟୁ ଘଟିଥିଲା । ବିଦ୍ୟୁତ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking