19.1 C
Bhubaneswar
Monday, December 8, 2025
Homeଓଡିଶାଏମ୍ସରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଏମ୍ସରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ଏମ୍ସରେ ପହଞ୍ଚିଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଉଚ୍ଚଶିକ୍ଷା ମନ୍ତ୍ରୀ ବି ପହଞ୍ଚିଲେ । ପୀଡିତା ଛାତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ବୁଝିବାକୁ ପହଞ୍ଚିଲେ ମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking