21.1 C
Bhubaneswar
Monday, December 8, 2025
Homeଓଡିଶାଛାତ୍ରୀଙ୍କୁ ବଞ୍ଚାଇବାକୁ ସମସ୍ତ ଚେଷ୍ଟା ଚାଲିଛି: ମନ୍ତ୍ରୀ

ଛାତ୍ରୀଙ୍କୁ ବଞ୍ଚାଇବାକୁ ସମସ୍ତ ଚେଷ୍ଟା ଚାଲିଛି: ମନ୍ତ୍ରୀ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ପରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା । ଏହା ଏକ ସମ୍ବେଦନଶୀଳ ଘଟଣା । କେମିତି ଭଲ ଟ୍ରିଟମେଣ୍ଟ ହେବ ବ୍ୟବସ୍ଥା କରାଯାଇଛି । ଛାତ୍ରୀଙ୍କୁ ବଞ୍ଚାଇବାକୁ ସମସ୍ତ ଚେଷ୍ଟା କରାଯାଉଛି । ମୁଖ୍ୟମନ୍ତ୍ରୀ ମେହନ ଚରଣ ମାଝୀ ଏମ୍ସ ଯିବେ । ପୀଡିତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବେ ମୁଖ୍ୟମନ୍ତ୍ରୀ । ଅନ୍ୟପଟେ ଭୁବନେଶ୍ୱର ଏମ୍ସରେ ଅଛନ୍ତି ଦୁଇ ମନ୍ତ୍ରୀ । ସ୍ୱାସ୍ଥ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ଏମ୍ସରେ ଉପସ୍ଥିତ ଅଛନ୍ତି । ଛାତ୍ରୀଙ୍କ ବାପାଙ୍କୁ ଆଲୋଚନା ପାଇଁ ଡାକିଛନ୍ତି ମନ୍ତ୍ରୀ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking