25.1 C
Bhubaneswar
Saturday, February 7, 2026
Homeଓଡିଶାଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦ୍ରପଡା: କେନ୍ଦ୍ରପଡାରୁ ଏକ ହୃଦୟବିଦାରକ ଘଟଣା ସମ୍ନାକୁ ଆସିଛି । ଘର ଭିତରୁ ଦମ୍ପତ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଗଳଚୁଆ ସାମୁଦ୍ରିକ ଥାନା ନଳିତାପାଟିଆ ଗାଁରୁ ଉଦ୍ଧାର କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ଘଟଣା ପରେ  ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking