21.1 C
Bhubaneswar
Saturday, December 13, 2025
Homeଓଡିଶାବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ

ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ

ତେଲକୋଇ: ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ ହୋଇଛି । ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ ହୋଇଛି । ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଦୁହିଁଙ୍କର ମୃତ୍ୟୁ ହୋଇଛି । ପରିବାରରେ ଏନେଇ ଶୋକର ଛାୟା ଖେଳିଯାଇଛି ।  ଆଗାମୀ ୨୪ ଘଣ୍ଟାରେ ୫ ଜିଲାରେ ପ୍ରବଳ ବର୍ଷା ନେଇ ଆଲର୍ଟ କରାଯାଇଛି। ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ ଓ ସମ୍ବଲପୁରରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଉତ୍ତର ଉପକୂଳ ସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।   ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପରେ ଅବପାତରେ ପରିଣତ ହେବା ପରେ ଏବେ ଦୁର୍ବଳ ହେଉଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking