27.1 C
Bhubaneswar
Wednesday, May 6, 2026
Homeଓଡିଶାଛାତ୍ରୀ ଆତ୍ମାହୁତି: ବିରୋଧୀଙ୍କୁ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ

ଛାତ୍ରୀ ଆତ୍ମାହୁତି: ବିରୋଧୀଙ୍କୁ କଡ଼ା ଜବାବ ଦେଲେ ଆଇନ ମନ୍ତ୍ରୀ

ଭୁବନେଶ୍ବର: ବାଲେଶ୍ବର ଫକୀରମୋହନ କଲେଜର ଛାତ୍ରୀ ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ।  କହିଛନ୍ତି, ସମ୍ବେଦନଶୀଳ ଘଟଣା ଘଟିଲା। ସରକାର ପ୍ରୋଆକ୍ଟିଭ ହୋଇ ସବୁ ପଦକ୍ଷେପ ନେଲେ। ଦୁଇ ଜଣ ନିଲମ୍ବିତ ହେଲେ ଆଉ ଗିରଫ ହେଲେ। ଆଗକୁ ଆହୁରି କଠୋର କାର୍ଯ୍ୟନୁଷ୍ଠାନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରି ସାରିଛନ୍ତି। କିନ୍ତୁ ସବୁ କଥାରେ ରାଜନୈତିକ ରୁଟି ନ ସେକିବା ସୁସ୍ଥ ମାନସିକତା। କିନ୍ତୁ ସବୁ ଘଟଣାରେ ଶାଗୁଣା ପରି ଝାମ୍ପି ପଡିବା ଠିକ୍ ନୁହେଁ। ସେଥିରୁ ନିବୃତ ରହିବା ଆବଶ୍ୟକତା ଅଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking