ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ । କଟକ, ସମ୍ବଲପୁର ଓ ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋଭ ନିଷ୍ପତ୍ତି ନିଆଯାଇଛି । ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବିଜେଡି ପ୍ରତିବାଦ କରିବ । ଏନେଇ ବିଜେଡି ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।