16.1 C
Bhubaneswar
Sunday, December 7, 2025
Homeଓଡିଶାଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ: ମନମୋହନ

ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ: ମନମୋହନ

ପିପିଲି: ପିପିଲିର ବଳଙ୍ଗାରେ ନାବାଳିକା ଜଳିଯିବା ଘଟଣାରେ ଅତ୍ୟନ୍ତ ଦୁଃଖିତ କହିଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନାବାଳିକାଙ୍କ ଉପରେ ଏଭଳି ଅତ୍ୟାଚାର ସଭ୍ୟ ସମାଜରେ ଗ୍ରହଣୀୟ ନୁହେଁ । ଆମ ସରକାର ଅତ୍ୟନ୍ତ ଗମ୍ଭୀରତାର ସହ ନେଇ କାର୍ଯ୍ୟାନୁଷ୍ଠାନ ନେବେ । ନ୍ୟାୟ ସୁନିଶ୍ଚିତ କରିବା ଆମର ପ୍ରଥମ ଦାୟିତ୍ୱ । ଅପରାଧୀ ଯେପରି ଦୃଷ୍ଟାନ୍ତମୂଳକ ଦଣ୍ଡ ପାଆନ୍ତୁ ଆମେ ଚେଷ୍ଟା କରିବୁ । ଏମ୍ସରେ ଚିକିତ୍ସିତ ନାବାଳିକାଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking