19.1 C
Bhubaneswar
Monday, December 8, 2025
Homeଓଡିଶାଆସନ୍ତାକାଲି ଏହି ସବୁ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ଆସନ୍ତାକାଲି ଏହି ସବୁ ଜିଲ୍ଲାରେ ହୋଇପାରେ ପ୍ରବଳ ବର୍ଷା

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୂର, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର ଓ ବଲାଙ୍ଗୀର । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking