27.1 C
Bhubaneswar
Wednesday, February 4, 2026
Homeଓଡିଶାବଳଙ୍ଗାରେ ନାବାଳିକାଙ୍କୁ ଜିଅନ୍ତା ଜାଳିଦେବା ଘଟଣା: ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ଶ୍ରୀଲିଙ୍ଗରାଜ ମନ୍ଦିର...

ବଳଙ୍ଗାରେ ନାବାଳିକାଙ୍କୁ ଜିଅନ୍ତା ଜାଳିଦେବା ଘଟଣା: ପୀଡ଼ିତାଙ୍କ ଆଶୁ ଆରୋଗ୍ୟ କାମନା କରି ଶ୍ରୀଲିଙ୍ଗରାଜ ମନ୍ଦିର ସମ୍ମୁଖରେ ବିଜେଡିର ସମୂହ ଦୀପଦାନ

ଭୁବନେଶ୍ୱର: ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଆଜି ସନ୍ଧ୍ୟାରେ ଭୁବନେଶ୍ୱର ଶ୍ରୀ ଲିଙ୍ଗରାଜ ମନ୍ଦିର ସମ୍ମୁଖରେ ଦିଲ୍ଲୀ ଏମ୍ସରେ ଜୀବନ ମରଣ ସହିତ ସଂଘର୍ଷ କରୁଥିବା ବଳଙ୍ଗା ନାବାଳିକାଙ୍କ ଆଶୁ ଆରୋଗ୍ୟ କାମନା କରି ଭୁବନେଶ୍ୱର ଜିଲ୍ଲା ବିଜୁ ଜନତା ଦଳ ତରଫରୁ ସମୂହ ଦୀପଦାନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ ମନ୍ତ୍ରୀ ତଥା ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଶ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ବିଧାୟକ ଶ୍ରୀ ସୁଶାନ୍ତ ରାଉତ, ମେୟର ଶ୍ରୀମତୀ ସୁଲୋଚନା ଦାସ, ମୁଖପାତ୍ର ତଥା ମିଡିଆ ସଂଯୋଜକ ଡ଼ ଲେନିନ ମହାନ୍ତି, ବରିଷ୍ଠ ନେତା ଶ୍ରୀ ବିଜୟ ନାୟକ, ଶ୍ରୀ ଗୌତମ ହରିଚନ୍ଦନ, ଶ୍ରୀ ସନ୍ତୋଷ ବେଜ୍, ଶ୍ରୀ ଶିବ ପ୍ରସାଦ ବେହେରା, ଶ୍ରୀ ଚନ୍ଦ୍ରଶେଖର ମଲିଆ, ଶ୍ରୀ ଶିବ ନାରାୟଣ କିରଣ, ଶ୍ରୀମତୀ ମହାମାୟା ସ୍ୱାଇଁ, ଶ୍ରୀମତୀ ମାନସୀ ସୁନ୍ଦରାୟ, ଶ୍ରୀମତୀ ଛବି ଦାସ, ଶ୍ରୀମତୀ ଭାରତୀ ସିଂ, ଶ୍ରୀମତୀ ସମିତା ମହାନ୍ତି, ଶ୍ରୀମତୀ ପୁଷ୍ପା ରାଉତ, ଶ୍ରୀମତୀ ପଦ୍ମଜା ପ୍ରିୟଦର୍ଶିନୀ, କେ ଶାନ୍ତି, ଶ୍ରୀ ଅଶ୍ୱୀନ ସୁନ୍ଦରାୟ, ଶ୍ରୀ ଦାଶରଥୀ ଗରାବଡୁ, ଶ୍ରୀ ଦେବାଶିଷ ମହାପାତ୍ର, ଶ୍ରୀ ରାଜେଶ ପାତ୍ର, ଶ୍ରୀ ଗୋପାଳ ମାକଡାମ ଓ ଶ୍ରୀମତୀ ଛବି ସ୍ୱାଇଁ ପ୍ରମୁଖ ରହିଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking