31.1 C
Bhubaneswar
Friday, February 6, 2026
Homeଓଡିଶାରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍

ରେଭେନ୍ସାରେ ରାଗିଂ ଘଟଣା ସତ: ଚିଫ୍ ୱାର୍ଡେନ୍

କଟକ: ରେଭେନ୍ସାରେ ରାଗିଂ ଘଟଣା ନେଇ ପ୍ରତିକ୍ରୟା ରଖିଲେ ଚିଫ୍ ୱାର୍ଡେନ୍ ସୁଦର୍ଶନ ମିଶ୍ର। ଏହି ଘଟଣା ସତ ବୋଲି କହିବା ସହ ରାଗିଂ ହୋଇଥିବାର ନେଇ ପ୍ରମାଣ ରହିଛି ବୋଲି ସୂଚନା ଦେଇଛନ୍ତି।ସେ କହିଛନ୍ତି, ଭିଡିଓ ଫଟୋ ଏଭିଡେନସ ଆଣ୍ଟି ରାଗିଂ କମିଟିକୁ ପଠାଯାଇଛି। ରାତି ୧୨ ଟା ପରେ ଇଷ୍ଟ ହଷ୍ଟେଲର କିଛି ସିନିୟର୍ ଛାତ୍ର ଏକାଠି ହୋଇ ଜୁନିୟର ଛାତ୍ରଙ୍କୁ ଗାଳିଗୁଲଜ କରୁଥିଲେ।ଘଟଣାସ୍ଥଳରେ ଚିଫ ୱାର୍ଡେନ, ଡେପୁଟି ୱାର୍ଡେନ ଓ ଆଣ୍ଟି ରାଗିଂ କମିଟିର ଦୁଇ ଜଣ ସଦସ୍ୟ ଥିଲେ। ଆଣ୍ଟି ରାଗିଂ କମିଟିର ତଦନ୍ତ ଶେଷ ହେବା ଯାଏ ସସପେଣ୍ଡ ନିର୍ଦ୍ଦେଶ କାଏମ ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking