26.3 C
Bhubaneswar
Thursday, April 9, 2026
Homeଓଡିଶାଗୁଣିଗାରେଡ଼ି ସନ୍ଦେହରେ ହତ୍ୟା ଉଦ୍ୟମ

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା ଉଦ୍ୟମ

ଲକ୍ଷ୍ମୀପୁର: ଲକ୍ଷ୍ମୀପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସେମ୍ନେକୁ ଆସିଛି । ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା ଉଦ୍ୟମ କରାଯାଇଛି । ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧାଙ୍କୁ ହତ୍ୟା ଉଦ୍ୟମ କରିଥିବା ନେଇ ଅଭିଯୋଗ ହୋଇଛି । ବନ୍ଧୁଗାଁ ଥାନା ଏଲେଙ୍ଗାବାଂଶା ଗାଁରେ ବୃଦ୍ଧାଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ନେଇ ସୂଚନା ମିଳିଛିଆକ୍ରମଣ ପରେ ଅଭିଯୁକ୍ତମାନେ ଫେରାର୍‌ ଅଛନ୍ତିଘଟଣା ସ୍ଥଳରେ ପୋଲିସର ଚାଲିଛି ଛାନ୍‌ଭିନ୍‌ । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking