ଭୁବନେଶ୍ୱର: ବାଲେଶ୍ୱର ଏଫଏମ ଛାତ୍ରୀ ଆତ୍ମାହୁତି ମାମାଲାରେ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଛି । ଭାରତୀୟ ନ୍ୟାୟ ସଂହିତା ଧାରା ୧୮୩ରେ ବୟାନ ରେକର୍ଡ କରାଯାଇଛି । ୨ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କଲା କ୍ରାଇମବ୍ରାଞ୍ଚ । ଦ୍ୱିତୀୟ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ଙ୍କ ନିକଟରେ ବୟାନ ରେକର୍ଡ । ପୂର୍ବରୁ ଧାରା ୧୬୩ରେ ରେକର୍ଡ ହୋଇଥିଲା ।










