14.1 C
Bhubaneswar
Sunday, December 7, 2025
Homeଓଡିଶାଆଜି ମୟୁରଭଞ୍ଜର ସବୁ ସ୍କୁଲ ଛୁଟି

ଆଜି ମୟୁରଭଞ୍ଜର ସବୁ ସ୍କୁଲ ଛୁଟି

ମୟୁରଭଞ୍ଜ: ମୟୁରଭଞ୍ଜ ଜିଲ୍ଲାର ସବୁ ସ୍କୁଲକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ଆସନ୍ତା ୧୨ ଘଣ୍ଟାରେ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । କଚ୍ଚା ଘର ଥିବା ହଷ୍ଟେଲର ଅନ୍ତେବାସୀମାନଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶମାନା ଜାରି କରାଯାଇଛି । ପାଣିପାଗ ବିଭାଗ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲାକୁ ଆଜି “ରେଡ ଓ୍ବାର୍ଣ୍ଣିଂ” ଜାରି କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking