22.1 C
Bhubaneswar
Saturday, February 7, 2026
Homeଓଡିଶାମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ: ୪ ଗିରଫ

ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ: ୪ ଗିରଫ

ନୀଳଗିରି: ପୁଣି ଜଣେ ମହିଳାଙ୍କୁ ଦୁଷ୍କର୍ମ ଉଦ୍ୟମ କରାଯାଇଛି । ଦୁଷ୍କର୍ମ ଉଦ୍ୟମ କରିଥିବା ନେଇ ପୀଡିତା ମହିଳାଙ୍କ ଅଭିଯୋଗ । ଅଭିଯୋଗ ଆଧାରରେ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ବ୍ରହ୍ମପୁର ଥାନା ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ପୋଲିସକୁ କହିଲେ ମାରିଦେବାକୁ ମଧ୍ୟ ଧମକ ଦେଇଥିଲେ ୪ ଅଭିଯୁକ୍ତ । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking