21.1 C
Bhubaneswar
Thursday, February 5, 2026
Homeଓଡିଶାରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଆଜି ସକାଳ ସାଢ଼େ ୫ଟା ସମୟରେ ସୃଷ୍ଟି ହୋଇଛି ଅବପାତ । ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା । ଆସନ୍ତା ୨୪ ଘଣ୍ଟା ପାଇଁ ଜାରି ହେଲା ରେଡ ଆଲର୍ଟ ।ଅତ୍ୟନ୍ତ ପ୍ରବଳ ବର୍ଷା ନେଇ କେନ୍ଦୁଝର,ମୟୁରଭଞ୍ଜ ଜିଲ୍ଲାରେ ରେଡ ଆଲର୍ଟ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking