ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆଗୁଆ ଜାମିନ ଖାରଜ କଲେ ହାଇକୋର୍ଟ । ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଆଗୁଆ ଜାମିନ ଆବେଦନ କରିଥିଲେ । ସିବିଆଇ ଗିରଫଦାରି ଏଡ଼ାଇବା ପାଇଁ ଆଗୁଆ ଜାମିନ ଆବେଦନ କରିଥିଲେ ।