ବାଲେଶ୍ୱର: ନିଆଁରେ ପୋଡି ହୋଇ ମହିଳାଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ବାଲେଶ୍ୱର ଜିଲ୍ଲା ଖଇରା ଥାନା କବର ହାତୀ ମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ମହିଳାଙ୍କୁ ପୋଡି ମାରି ଦେଇଥିବା ବାପଘର ଲୋକେ ଅଭିଯୋଗ କରିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରୁଛି । ପରିବାର ଲୋକହ୍କ ମନରେ ସୋକର ଛାୟା ଖେଳିଯାଇଛି ।









