17.1 C
Bhubaneswar
Tuesday, December 9, 2025
Homeଓଡିଶାଆହୁରି ଦୁଇ ଦିନ ଓଡ଼ିଶାରେ ବର୍ଷା

ଆହୁରି ଦୁଇ ଦିନ ଓଡ଼ିଶାରେ ବର୍ଷା

ଭୁବନେଶ୍ବର : ଆହୁରି ଦୁଇ ଦିନ ଓଡ଼ିଶାରେ ବର୍ଷା । ଭିଜିବ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶା । ଆଜି ପାଇଁ ୨୦  ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।  ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର,  ମୟୂରଭଂଜ, କେନ୍ଦୁଝର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତିକୁ ୟେଲୋ ଆଲର୍ଟ ଥିବା ବେଳେ ,ଏହିସବୁ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହ ପ୍ରବଳ ବର୍ଷା ହେବାର ଆକଳନ କରିଛି ଆଂଚଳିକ ପାଣିପାଗ ବିଭାଗ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking