19.1 C
Bhubaneswar
Monday, December 8, 2025
Homeଓଡିଶାସହକାରୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ସହକାରୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ବର: ଭୁବନେଶ୍ବର ଆର ଏଣ୍ଡ ବି ଡିଭିଜନ-୩ ସହକାରୀ ଯନ୍ତ୍ରୀ ରାଜକିଶୋର ଜେନା ଗିରଫ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ। ଯନ୍ତ୍ରୀଙ୍କର ଭୁବନେଶ୍ବରରେ ଗୋଟିଏ ବହୁତଳ କୋଠା ସହ ୨ଟି ଫ୍ଲାଟ୍ ଅଛି। ଭୁବନେଶ୍ବର ଗ୍ୟାଲେରିଆ ଓ ସିମ୍ଫୋନୀ ମଲ୍‌ରେ ୨ଟି ଦୋକାନ ଅଛି। ୧୩ଟି ଦାମୀ ପ୍ଲଟ୍ ସହ ୭୫ ଲକ୍ଷ ଟଙ୍କାର ଜମା ଠାବ। ୨ ପିଲାଙ୍କ ପାଠପଢ଼ାରେ ୬୭ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି ରାଜକିଶୋର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking