25.1 C
Bhubaneswar
Monday, December 8, 2025
Homeଓଡିଶାଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଅଧିକ  ହିତାଧ୍‌କାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ । ଲୋକଙ୍କ ଫିଡବ୍ୟାକ ଉପରେ ଗୁରୁତ୍ୱ ଦେଉଛନ୍ତି ସରକାର ।  ସୁଭଦ୍ରା ଅର୍ଥ କିପରି ବ୍ୟବହାର ହେଉଛି ମତାମତ ନେବାକୁ ଷ୍ଟିୟରିଂ  କମିଟିରେ  ନିଷ୍ପତ୍ତି  ା ୨୧ ବର୍ଷ ହେବା ପରେ ନୂଆ ସାମିଲ ହେବେ, ମାର୍ଚ୍ଚ ୩୦ ସୁଦ୍ଧା ୬୦ ଟପିଲେ ବାଦ ପଡିବେ ।  ଏନେଇ ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking