15.1 C
Bhubaneswar
Monday, December 8, 2025
Homeଓଡିଶାଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା!

ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା!

ଭୁବନେଶ୍ୱର :ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ବର୍ଷା । ତିନି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦୁଝର , ମୟୁରଭଞ୍ଜ ଓ ସୁନ୍ଦରଗଡ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲ୍ଲୋ ୱାଣ୍ଣିଂ ଜାରି କରାଯାଇଛି।କିଛି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝଟ୍‌କା ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ । ଏହା ସହ ଅନ୍ୟ ୧୭ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ସ୍ଥାନରେ ବିଜୁଳି, ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।ଚଳିତ ବର୍ଷାଋତୁରେ ଆମ ରାଜ୍ୟ ଉତ୍ତର ଓ ଦକ୍ଷିଣରେ ଥିବା ଅଧିକାଂଶ ଜିଲ୍ଲାରେ ସ୍ୱାଭାବିକ ବା ତା’ଠୁ ଅଧିକ ବର୍ଷା ହୋଇଛି କିନ୍ତୁ ସେହି ତୁଳନାରେ କେନ୍ଦ୍ରୀୟ ଓଡ଼ିଶାରେ ବର୍ଷା କମ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking