13.1 C
Bhubaneswar
Sunday, December 7, 2025
Homeଓଡିଶାଆସନ୍ତା ୧୨ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା!

ଆସନ୍ତା ୧୨ ଘଣ୍ଟାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା!

ଭୁବନେଶ୍ୱର: ଘୁଣ୍ଣିବଳୟ ସକ୍ରିୟ ଥିବା ନେଇ   ୧୨ ଘଣ୍ଟା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ଆସନ୍ତା ୧୨ ଘଣ୍ଟାରେ  କେନ୍ଦୁଝର , ମୟୁରଭଞ୍ଜ ଓ ସୁନ୍ଦରଗଡରେ ପ୍ରବଳ ବର୍ଷା ସହ  ବିଜୁଳି ଘଡଘଡିର  ସତର୍କତା ଜାରି କରିଛି ପାଣିପାଗ ବିଭାଗ ।  ଏହା ସହିତ ୩୦ରୁ ୪୦ କିଲୋମିଟର ବେଗରେ ପବନ  ବହିବାର ସମ୍ଭାବନା ରହିଛି ।  ଏହି ସବୁ ଜିଲ୍ଲାକୁ ୟେଲ୍ଲୋ ଆଲର୍ଟ ଜାରି କରିଛି ବିଭାଗ । ଏହାସହ  ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ , ଢେଙ୍କାନାଳ, ବାଲେଶ୍ୱର , ଭଦ୍ରକ, ଯାଜପୁର , କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋଦ୍ଧା , ନୟାଗଡ, ଗଞ୍ଜାମ ଓ ଗଜପତି ଜିଲ୍ଲାର  ଗୋଟିଏ କିମ୍ବା ଦୁଇଟି ସ୍ଥାନରେ  ପବନ ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking