17.1 C
Bhubaneswar
Friday, February 6, 2026
Homeଓଡିଶାରାଜ୍ୟରେ ଖୋଲିବ ମଡେଲ ମଣ୍ଡି: ମନ୍ତ୍ରୀ

ରାଜ୍ୟରେ ଖୋଲିବ ମଡେଲ ମଣ୍ଡି: ମନ୍ତ୍ରୀ

ଭୁବନେଶ୍ୱର: ଆ ସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ  ମଡେଲ ମଣ୍ଡି ।  ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି । କହିଛନ୍ତି, ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ ମଣ୍ଡି ।  ଆବଶ୍ୟକତା ଦେଖି ବଡ ଜିଲ୍ଲାରେ ୨ଟି ମଣ୍ଡି ହେବ ।  ମଡେଲ ମଣ୍ଡିରେ ରହିବ ବିଶ୍ରାମଗାର ଓ ଟିଫିନ ସେଣ୍ଟର ।  ପାନୀୟ ଜଳ, ଶୌଚାଳୟ  ଓ ପାର୍କିଂ ସୁବିଧା ବି ରହିବ । ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking