20.1 C
Bhubaneswar
Sunday, December 7, 2025
Homeଓଡିଶାରାଜା ଚକ୍ରଙ୍କୁ ମିଳିଲା ୧୫ ଦିନ ପାଇଁ ସର୍ତ୍ତମୂଳକ ଜାମିନ

ରାଜା ଚକ୍ରଙ୍କୁ ମିଳିଲା ୧୫ ଦିନ ପାଇଁ ସର୍ତ୍ତମୂଳକ ଜାମିନ

କେନ୍ଦୁଝର: ରାଜା ଚକ୍ରଙ୍କୁ ମିଳିଲା ଜାମିନ କେନ୍ଦୁଝର କୋର୍ଟରେ ଚାଲିଥିବା ମାମଲାରେ ୧୫ ଦିନ ପାଇଁ ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ଜିଲ୍ଲା ଦୌରାଜଜ ।  ଶଶୁରଙ୍କ ମୃତ୍ୟୁ ପରେ ତାଙ୍କର କ୍ରିୟାକର୍ମରେ  ଯୋଗ ଦେବା ପାଇଁ  ଜାମିନ ମଞ୍ଜୁର ହୋଇଛି । ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତିର ମୁଖ୍ୟ କାର୍ପଟଦାର ରାଜା ଚକ୍ର ।   ରାଜା ଜେଲ୍ ଯିବା ପରେ ରାଜାଙ୍କ ବିରୋଧରେ ଖଣି ଅଞ୍ଚଳର ଲୋକେ ସ୍ବର ଉତ୍ତୋଳନ କରିବା ଆରମ୍ଭ କରିଛନ୍ତି ।  ରାଜା ଚକ୍ର ଯେଉଁମାନଙ୍କ ଛତ୍ରଛାୟା ତଳେ କାମ କରୁଥିଲେ, ଯାହା ନିର୍ଦ୍ଦେଶରେ କାମ କରୁଥିଲେ , ସେମାନେ ସମସ୍ତେ ଆଗାମୀ ଦିନରେ ତଦନ୍ତ ପରିସରଭୁକ୍ତ ହୋଇଛନ୍ତି  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking