17.1 C
Bhubaneswar
Tuesday, December 9, 2025
Homeଓଡିଶାଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

ଅବସରପ୍ରାପ୍ତ ଶିକ୍ଷକ ହେବେ ଅତିଥି ଶିକ୍ଷକ

ଭୁବନେଶ୍ୱର: ଅବସରପ୍ରାପ୍ତ ୬୩୮ ଶିକ୍ଷକଙ୍କୁ ଅତିଥି  ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନଦାନପ୍ରାପ୍ତ , ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ   ସ୍କୁଲରେ ମିଳିବ ନିଯୁକ୍ତି ।  ଏନେଇ ବିଦ୍ୟାଳୟ ଓ  ଗଣଶିକ୍ଷା ବିଭାଗ ପକ୍ଷରୁ  ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଦିଆଯାଇଛି । ନୂଆ ଟିଜିଟି ନିଯୁକ୍ତ ହେବା ଯାଏଁ  ଏମାନେ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ ।  ଖାଲି ପଦବୀରେ ଟିଜିଟି ନିଯୁକ୍ତ ହେଲେ  ଅତିଥି  ଶିକ୍ଷକ ଅପସାରିତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking