20.1 C
Bhubaneswar
Sunday, December 7, 2025
Homeଓଡିଶାବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ: ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା

ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ: ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: ଆଇଇଡି ବିସ୍ଫୋରଣରେ ରେଲୱେ କର୍ମଚାରୀ ମୃତ୍ୟୁ ଘଟଣାରେ ସହାୟତା ଘୋଷଣା। ସିଏମଆରଏଫରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ। କାର୍ଯ୍ୟରତ କି-ମ୍ୟାନ୍ ଇଟୁଆ ଓରାମଙ୍କ ପରିବାର ପାଇଁ ସହାୟତା ଘୋଷଣା। ଦୁଃଖ ପ୍ରକାଶ ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ, ସହିଦ୍ ସପ୍ତାହ ଚାଲିଥିବା ସମୟରେ ଆଜି ରେଳଧାରଣାକୁ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଉଡ଼ାଇଥିଲେ ମାଓବାଦୀ। ବିମଳାଗଡ଼ ସେକ୍ସନ କରମପଦା-ରେଞ୍ଜଡ଼ା ମଝିରେ ବିସ୍ଫୋରଣ କରିଥିଲେଏହି ବିସ୍ଫୋରଣରେ ଜଣେ ରେଲୱେ କର୍ମଚାରୀ ଗୁରୁତର ଆହତ ହୋଇ ରାଉରକେଲା ସ୍ଥାନାନ୍ତର ହୋଇଥିଲେ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking