ଭୁବନେଶ୍ୱର: ୩ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯିବେ । ଉଭୟ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ଆଲୋଚନା କରିପାରନ୍ତି । ରାଜ୍ୟ କମିଟି ଗଠନ , ବୋର୍ଡ ନିଗମ ନିଯୁକ୍ତି ନେଇ ଆଲୋଚନା କରିପାରନ୍ତି ।