21.1 C
Bhubaneswar
Saturday, February 7, 2026
Homeଓଡିଶାଆହୁରି ୨ ଦିନ ପ୍ରବଳ ବର୍ଷା ସମ୍ଭାବନା!

ଆହୁରି ୨ ଦିନ ପ୍ରବଳ ବର୍ଷା ସମ୍ଭାବନା!

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିଛି। ମଙ୍ଗଳବାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହାସହ ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ୟେଲୋ ୱାଣ୍ଣିଂ ରହିଛି। ମାତ୍ର ୬ ଓ ୭ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷାହୋଇପାରେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking