18.1 C
Bhubaneswar
Sunday, February 8, 2026
Homeଓଡିଶାହୋମଗାର୍ଡ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ହୋମଗାର୍ଡ ପରୀକ୍ଷାର୍ଥୀଙ୍କ ମୃତ୍ୟୁ

ଖୋର୍ଦ୍ଧା: ହୋମଗାର୍ଡ ପରୀକ୍ଷା ପାଇଁ ଆସିଥିବା ପରୀକ୍ଷାର୍ଥୀଙ୍କ ମୃତ୍ୟୁ ହୋଇଛି । ଏଭଳି ଦୁଃଖଦ ଖବର ଖୋର୍ଦ୍ଧା  ଜିଲ୍ଲାରୁ ଆସିଛି । ତରତୁଆ  ରିଜର୍ଭ ପଡିଆରେ  ଶାରୀରିକ  ପରୀକ୍ଷା ବେଳେ ଅସୁସ୍ଥ ହୋଇ ପଡ଼ିଥିଲେ ।  ଦୌଡୁଥିବା ବେଳେ ଅସୁସ୍ଥ ହୋଇ ତଳେ ପଡିଗଲେ ପରୀକ୍ଷାର୍ଥୀ ।ତାଙ୍କୁ ସଙ୍ଗେ ସଙ୍ଗେ ଆମ୍ବୁଲାନ୍ସ ଯୋଗେ ଏକ ଘରୋଇ ହସ୍ପିଟାଲକୁ ନିଆଯାଇଥିଲା ।  ଭୁବନେଶ୍ୱର ଘରୋଇ ହସ୍ପିଟାଲରେ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘୋଷଣା କଲେ ଡାକ୍ତର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking