24.1 C
Bhubaneswar
Monday, February 9, 2026
Homeଓଡିଶାଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି: ମହେଶ

ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି: ମହେଶ

ଭୁବନେଶ୍ବର: ଉପରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ ଦେବନି ବୋଲି ପୂର୍ବତନ ସାଂସଦ ମହେଶ ସାହୁ କହିଛନ୍ତି। ସେ କହିଛନ୍ତି, ଦଳ ଏନଡିଏ ସମର୍ଥିତ ପ୍ରାର୍ଥୀଙ୍କୁ କଦାପି ସମର୍ଥନ କରିବ ନାହିଁ। ଏନଡିଏ ଯେଉଁ ଯାହାଙ୍କୁ ଉପରାଷ୍ଟ୍ରପତି ନିର୍ବାଚନରେ ପ୍ରାର୍ଥୀ କରିବ, ବିଜେଡି ତାକୁ ସମର୍ଥନ କରିବ ନାହିଁ । ବିଗତ ଦିନରେ ନରେନ୍ଦ୍ର ମୋଦୀ ଓଡ଼ିଶାର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରିଥିବାରୁ ଆମେ ତାକୁ ସମର୍ଥନ କରିଥିଲୁ। ହେଲେ ଏବେ ସେ ପରିସ୍ଥିତି ନାହିଁ। ୱାକ୍ଫ ରେ କଣ ହୋଇଥିଲା ତାହା ଏବେ ଆଲୋଚନାର ବିଷୟ ନୁହେଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking