28.1 C
Bhubaneswar
Wednesday, February 4, 2026
Homeଓଡିଶାକଳିଙ୍ଗ ଷ୍ଟାଡ଼ିୟମରେ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତା ଆୟୋଜିତ

କଳିଙ୍ଗ ଷ୍ଟାଡ଼ିୟମରେ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତା ଆୟୋଜିତ

ଭୁବନେଶ୍ୱର: ଆଜି (ଅଗଷ୍ଟ ୧୦ ତାରିଖରେ) କଳିଙ୍ଗ ଷ୍ଟାଡ଼ିୟମରେ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ କରାଯାଉଛି। ଭାରତରେ ପ୍ରଥମ ଥର ପାଇଁ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାର ଆୟୋଜନ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ ଠାରେ କରାଯାଉଛି। ଏହି ଏକଦିବସୀୟ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ଆୟୋଜନ ଆଥଲେଟିକ୍ସ ଫେଡ଼େରେସନ ଅଫ ଇଣ୍ଡିଆ ଏବଂ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ କରାଯାଉଛି। ପ୍ରତିଯୋଗିତାରେ ୧୯ଟି ଇଭେଣ୍ଟ ଅନୁଷ୍ଠିତ ହେବ। ପ୍ରାୟ ୧୭ଟି ଦେଶରୁ ୧୬୦ଜଣ କ୍ରୀଡ଼ାବିତ୍‌ ଉକ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି। ଭାରତରୁ ୯୦ରୁ ଉର୍ଦ୍ଧ୍ୱ କ୍ରୀଡ଼ାବିତ୍‌ ଅଂଶଗ୍ରହଣ କରିଛନ୍ତି। ଓଡ଼ିଶାରୁ ଅନିମେଶ କୁଜୁର, ଶ୍ରାବଣୀ ନନ୍ଦ, ଲାଲୁପ୍ରସାଦ ଭୋଇ, ପ୍ରଜ୍ଞାନ ସାହୁ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର ବ୍ରୋଞ୍ଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking