25.1 C
Bhubaneswar
Thursday, February 5, 2026
Homeଓଡିଶାପୁଣି ଖୋଲିଲା ରେଙ୍ଗାଲି ଡ୍ୟାମ୍

ପୁଣି ଖୋଲିଲା ରେଙ୍ଗାଲି ଡ୍ୟାମ୍

ପାଳଲହଡ଼ା: ଦ୍ୱିତୀୟ ଥର ପାଇଁ ଖୋଲିଲା ରେଙ୍ଗାଲି ଡ୍ୟାମ୍। ୮ ନମ୍ୱର ଗେଟ୍ ଦେଇ ଡ୍ୟାମ୍‌ରୁ ବନ୍ୟା ଜଳ ନିଷ୍କାସିତହେଉଛି। ଉପର ମୁଣ୍ଡରେ ବର୍ଷା ଯୋଗୁଁ ରେଙ୍ଗାଲି ଡ୍ୟାମ୍ ଖୋଲା ଯାଇଛିଏହି ସମୟରେ ସୂଚନା ମିଳିଛି ଯେ ଆସନ୍ତା ୧୩ ତାରିଖରେ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହେବ। ପ୍ରଭାବରେ ଆସନ୍ତା ୧୨ ତାରିଖରୁ ରାଜ୍ୟରେ ଆରମ୍ଭ ହୋଇପାରେ ବର୍ଷା। ବର୍ଷା, ପବନ ସହ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଅଧିକ ରହିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking