21.1 C
Bhubaneswar
Saturday, December 6, 2025
Homeଓଡିଶାଆଜିଠୁ ପୁଣି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା!

ଆଜିଠୁ ପୁଣି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା!

ଭୁବନେଶ୍ବର: ଆଜି ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ପବନ ସହ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହ ପବନ ବହିବା ନେଇ୨୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି । ୧୨-୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ ।ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking