27.1 C
Bhubaneswar
Friday, March 27, 2026
Homeଓଡିଶାଆଗାମୀ ଅକ୍ଟୋବର ୨ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ: ଭକ୍ତ ଦାସ

ଆଗାମୀ ଅକ୍ଟୋବର ୨ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ: ଭକ୍ତ ଦାସ

ଭୁବନେଶ୍ବର: ଆଗାମୀ ଅକ୍ଟୋବର ୨ (ଗାନ୍ଧୀ ଜୟନ୍ତୀ)ରୁ କଂଗ୍ରେସ ପକ୍ଷରୁ ସମ୍ବିଧାନ ବଞ୍ଚାଅ ସତ୍ୟାଗ୍ରହ କରାଯିବ। ମାଲକାନଗିରିରୁ ପଦଯାତ୍ରା ଆରମ୍ଭ କରିବେ ପିସିସି ସଭାପତି ଭକ୍ତ ଦାସ। ଏହି ପଦଯାତ୍ରାରେ ୧୪୭ ନିର୍ବାଚନ ମଣ୍ଡଳୀ ବୁଲିବେ ପିସିସି ସଭାପତି। ଏହି ସତ୍ୟାଗ୍ରହ ଯାତ୍ରାରେ ଏଆଇସିସିର ନେତାମାନେ  ସାମିଲ ହେବେ ବୋଲି ଜଣାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking