28.1 C
Bhubaneswar
Tuesday, February 3, 2026
Homeଓଡିଶାସ୍ତ୍ରୀକୁ ହତ୍ୟା କଲା ମଦ୍ୟପ ସ୍ୱାମୀ

ସ୍ତ୍ରୀକୁ ହତ୍ୟା କଲା ମଦ୍ୟପ ସ୍ୱାମୀ

ମୟୁରଭଞ୍ଜ: ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ମଦ୍ୟପ ସ୍ୱାମୀ । ମୟୁରଭଞ୍ଜ ଜିଲ୍ଲା ମହୁଳଡିହା ଥାନା ଚମ୍ପାଝରା ଗାଁରେ ହତ୍ୟାକାଣ୍ଡ ଘଟିଛି । ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ସାମାନ୍ୟ ବଚସାରୁ ହତ୍ୟା ହୋଇଥିବା ସୂଚନା ମିଳିଛି । ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖିଛି ପୋଲିସ । ଏଭଳି ହତ୍ୟାକାଣ୍ଡ ଦେଖି ଗ୍ରାମବାସୀଙ୍କ ମନରେ ଆତଙ୍କ ଖେଳିଯାଇଛି । ପରିବାର ଲୋକଙ୍କ ମନରେ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking