ଭୁୁବନେଶ୍ୱର: ୨୦୨୬ରେ ପଞ୍ଚାୟତ ପୁନର୍ଗଠନ ହେବ କହିଛନ୍ତି ପଞ୍ଚାୟତ ରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ପଞ୍ଚାୟତ ନିର୍ୱାଚନ ପୂର୍ୱରୁ ପଞ୍ଚାୟତ ପୁନର୍ଗଠନ ହେବ । ୨୦୨୯ ସାଧାରଣ ନିର୍ୱାଚନ ପୂର୍ୱରୁ ବ୍ଲକ ପୁନର୍ଗଠନ ହେବ । ପଞ୍ଚାୟତ ସୁଦୃଢ କରିବାକୁ କାଲି ରାଜ୍ୟପାଳ ଏନେଇ ପ୍ରସ୍ତାବ ଦେଇଛନ୍ତି । ଏହା ଦ୍ୱାରା ଲୋକଙ୍କ ପାଖରେ ସହଜରେ ଯୋଜନା ପହଞ୍ଚିବ ।










