30.1 C
Bhubaneswar
Thursday, February 12, 2026
Homeଓଡିଶା୭୫ ହଜାର କିମି ସଡକ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

୭୫ ହଜାର କିମି ସଡକ ନିର୍ମାଣ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି ।  କହିଛନ୍ତି, ଆଉ ୪ଟି ନୂଆ ବନ୍ଦର ନିର୍ମାଣ ପାଇଁ ଲକ୍ଷ୍ୟ ରଖିଛୁ । ଇଞ୍ଚୁଡି, ବାହୁଡା, ସୁବଣ୍ଣରେଖା ଓ ଅସ୍ତରଙ୍ଗରେ ବନ୍ଦର ନିର୍ମାଣ ହେବା ନେଇ ଲକ୍ଷ୍ୟ ରଖାଯାଇଛି ।  ଏଥିସହିତ ଆହୁରି ଘୋଷଣା କରଛନ୍ତି ।  ରାଜ୍ୟରେ ମାତ୍ର ୧୭ ପ୍ରତିଶତ ଜନସଂଖ୍ୟା ସହରାଞ୍ଚଳରେ ରହୁଛନ୍ତି । ଦ୍ରୁତ ବିକାଶ ଓ ଅଭିବୃଦ୍ଧି ପାଇଁ ୨୧ଟି ନୂଆ ଏନଏସି ସ୍ଥାପନ ପାଇଁ ନିଷ୍ପତ୍ତି ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking