14.1 C
Bhubaneswar
Saturday, December 6, 2025
Homeଓଡିଶାମାର୍କେଟ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ମାର୍କେଟ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା: ମାର୍କେଟ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଜଟଣୀ ଥାନା ଗୋରୁହାଟ ହନୁମାନ ମନ୍ଦିର ମାର୍କେଟରୁ ଉଦ୍ଧାର କରାଯାଇଛି । ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କଲା ପୋଲିସ । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking