17.1 C
Bhubaneswar
Tuesday, December 9, 2025
Homeଓଡିଶାଓୟୋରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଓୟୋରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର: ଭୁବନେଶ୍ୱରରୁ ସାମ୍ନାକୁ ଆସିଛି ଏକ ହୃଦୟବିଦାରକ ଘଟଣା । ଓୟୋ ହୋଟେଲରୁ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ତମାଣ୍ଡୋ ଥାନା ଭଗବାନପୁର ଅଞ୍ଚଳରେ ଥିବା ଏକ ଓୟୋରୁ ମିଳିଲା ମୃତଦେହ । ମୃତକଙ୍କ ପରିଚୟ ମିଳିନଥିବା ବେଳେ ସେ ଜଣେ ଫାର୍ମାସିଷ୍ଟ ଛାତ୍ର ଏବଂ ପୁରୀ ଅସ୍ତରଙ୍ଗ ଅଞ୍ଚର ବାସିନ୍ଦା ବୋଲି ଚିହ୍ନଟ କରାଯାଇଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ନିଜ ହେପାଜତକୁ ନେଇଛି । ମୃତ୍ୟର କାରଣ ଅସ୍ପଷ୍ଟ ରହିଛି । ପୋଲିସ ମୃତ୍ୟୁର କାରଣ ଜାଣିବା ପାଇଁ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking