19.1 C
Bhubaneswar
Tuesday, February 3, 2026
Homeଓଡିଶାବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର

ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରୁ ସାମ୍ନାକୁ ଆସିଛି ଏକ ଅଭାବନୀୟ ଘଟଣା। ବ୍ରାହ୍ମଣୀ ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର। ବୃଦ୍ଧ ଜଣକ ଗାଈ ଚରାଉଥିବା ବେଳେ ଏହି ଅଘଟଣ ଘଟିଛି। କେନ୍ଦ୍ରାପଡ଼ା ଜିଲ୍ଲାର ମାଳତିପାଟଣା ଗାଁରେ ଘଟିଛି ଏହି ଅଘଟଣ। ପ୍ରତ୍ୟକ୍ଷଦର୍ଶୀ ବୃଦ୍ଧଙ୍କୁ କୁମ୍ଭୀର ଟାଣିନେଇଥିବା ଦେଖିଥିବା ନେଇ ସୂଚନା ଦେଇଛନ୍ତି। ଖବର ପାଇଁ ସ୍ଥାନୀୟ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ପାଇଁ ଉଦ୍ୟମ ଜାରି ରଖିଛନ୍ତି। ଘଟଣା ପରେ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking