18.1 C
Bhubaneswar
Saturday, December 6, 2025
Homeଓଡିଶାକେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ ଚିଠି

କେନ୍ଦ୍ର ଗୃହମନ୍ତ୍ରୀଙ୍କୁ ରାଜସ୍ୱ ମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: ବିପର୍ଯ୍ୟୟ ପରିଚାଳନା ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ରାଜସ୍ୱ ମନ୍ତ୍ରୀ ସୁରେଶ ଚିଠି ଲେଖିଛନ୍ତି । ୫୦୦ ବାତ୍ୟା ଆଶ୍ରୟସ୍ଥଳୀ ପାଇଁ ୨ ହଜାର କୋଟି ସହାୟତା ଦାବି କରିଛନ୍ତି । ବିପର୍ଯ୍ୟୟ ନିରୋଧୀ ବିଦ୍ୟୁତ ଭିତ୍ତିଭୂମି ବିକାଶ ପାଇଁ ୮୩୬୩ କୋଟି ଦାବି କରିଛନ୍ତି । ବିପର୍ଯ୍ୟୟ ଆଗୁଆ ସତର୍କ ସୂଚନା ଆଧୁନିକୀକରଣ ପାଇଁ ୨୦୦ କୋଟି ଦାବି କରିଛନ୍ତି । ସମୂଦ୍ର କୂଳ ଖାଉଥିବା ଅଞ୍ଚଳର ସୁରକ୍ଷା ପାଇଁ କେନ୍ଦ୍ର ଯୋଜନାରେ ଅନୁଦାନ ଦାବି କରାଯାଇଛି । ବିପର୍ଯ୍ୟୟ ପରିଚାଳନା ନେଇ ଜାତୀୟ, ଅନ୍ତର୍ଜାତୀୟ ସହଯୋଗ ଲୋଡିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking