25.1 C
Bhubaneswar
Thursday, February 5, 2026
Homeଓଡିଶାଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ

ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଭାତ

ଯାଜପୁର: ଅନାସ୍ଥା ପୂର୍ବରୁ  ପ୍ରଭାତ ବଳବନ୍ତରାୟ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ । ଧର୍ମଶାଳା ପଞ୍ଚାୟତ ସମିତି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି । ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଭାଇ ପ୍ରଭାତ  । ବିଜେଡି ହାତରୁ ଖସୁଛି ଧର୍ଶାଳା । ୨୨ ତାରିଖରେ ହୋଇଥାନ୍ତା ଅନାସ୍ଥା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking