26.1 C
Bhubaneswar
Wednesday, February 4, 2026
Homeଓଡିଶାଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନଶିକ୍ଷକ ଅଟକ

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ପ୍ରଧାନଶିକ୍ଷକ ଅଟକ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାକୁ ସାମ୍ନାକୁ ଆସିଛି ଏକ ଲଜ୍ଜାଜନକ ଘଟଣା । ଝାରସୁଗୁଡା ଆବାସିକ ସ୍କୁଲରେ ଛାତ୍ରୀମାନଙ୍କୁ ଅସଦାଚରଣ କରାଯାଉଥିବା ନେଇ ହୋଇଛି ଅଭିଯୋଗ । ବନହରପଲ୍ଲୀ ଥାନାରେ ଲିଖିତ ଅଭିଯୋଗ ହୋଇଛି । ଅଭିଯୋଗ ପରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି । ତଦନ୍ତ ସମୟରେ ଅଭିଯୋଗ ଆଧାରରେ ଆବାସିକ ସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକଙ୍କୁ ଥାନାରେ ରଖି ପଚରାଉଚରା କରୁଛି ପୋଲିସ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking