21.1 C
Bhubaneswar
Monday, February 2, 2026
Homeଓଡିଶାହୀରାକୁଦର ୪ଟି ଗେଟ ଖୋଲିଲା

ହୀରାକୁଦର ୪ଟି ଗେଟ ଖୋଲିଲା

ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାର ଗେଟ । ଜଳଭଣ୍ଡାର ଜଳସ୍ତର ବଢୁଥିବାରୁ ଖୋଲାଗଲା ଗେଟ । ଏନେଇ ସୂଚନା ଦେଲେ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ । ଏବେ ମହାନଦୀ ଭିତରକୁ ନ ଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବଢୁଛି ଡ୍ୟାମ ଜଳସ୍ତର । ଏକାଥରେ ୪ଟି ଗେଟ ଖୋଲାଗଲା । ବାମପାର୍ଶ୍ୱର ୩ ଓ ଡାହାଣ ପାର୍ଶ୍ୱର ଗୋଟିଏ ଗେଟ ଖୋଲାଗଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking