19.1 C
Bhubaneswar
Friday, December 5, 2025
Homeଓଡିଶାଟ୍ରକ୍ ଧକ୍କାରେ ଯୁବକ ମୃତ

ଟ୍ରକ୍ ଧକ୍କାରେ ଯୁବକ ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ସଡକ ଦୁର୍ଘଟଣାରେ ଜଣଙ୍କ ମୃତୁ ଘଟିଛି । ଘଟଣା ଅନୁସାରେ, ଗଞ୍ଜାମ ଜିଲ୍ଲା ଗୋପାଳପୁର ଜଙ୍କସନ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ଦୁଃଖଦ ମୃତ୍ୟୁ ହୋଇଛି । ଯୁବକଙ୍କ ଉପରେ ଏକ ଟ୍ରକ ଚଢିଯିବାରୁ ତାଙ୍କର ଘଟଣାସ୍ଥଳରେ ପ୍ରାଣହାନି ଘଟିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking